Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 17:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା।

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା।

Gade chapit la Kopi

ପବିତ୍ର ବାଇବଲ

12 ଏହା ପରେ ମୀଖା ଦ୍ୱାରା ଯାଜକ ଭାବରେ ନିଯୁକ୍ତ ହୋଇ ସେହି ଯୁବା ଲୋକ ମୀଖାର ଗୃହରେ ରହିଲା।

Gade chapit la Kopi




ବିଚାରକର୍ତ୍ତା 17:12
9 Referans Kwoze  

ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବା ଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ।


ଏଉତ୍ତାରେ ସେ ଉଚ୍ଚସ୍ଥଳୀର ଗୃହମାନ ନିର୍ମାଣ କଲେ ଓ ଯେଉଁମାନେ ଲେବୀ-ସନ୍ତାନ ନୁହନ୍ତି, ଏପରି ସମୁଦାୟ ଲୋକଙ୍କ ମଧ୍ୟରୁ ଯାଜକ କଲେ।


ପୁଣି, ସେ କୋରହକୁ ଓ ତାହାର ଦଳସ୍ଥ ସମସ୍ତଙ୍କୁ କହିଲେ, “କିଏ ତାହାଙ୍କର ଲୋକ ଓ କିଏ ପବିତ୍ର, ଏହା ସଦାପ୍ରଭୁ କାଲି ଦେଖାଇବେ, ପୁଣି, ସେ ତାହାକୁ ଆପଣା ନିକଟକୁ ଆଣିବେ; ସେ ଯାହାକୁ ମନୋନୀତ କରିବେ, ତାହାକୁ ଆପଣା ନିକଟକୁ ଆଣିବେ।


ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।


ପୁଣି ସେ ଲେବୀୟ ଲୋକ ସେହି ମନୁଷ୍ୟ ସଙ୍ଗେ ବାସ କରିବାକୁ ସମ୍ମତ ହେଲା; ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା।


ତହିଁରେ ମୀଖା କହିଲା, ମୁଁ ଜାଣେ, ଏବେ ସଦାପ୍ରଭୁ ମୋହର ମଙ୍ଗଳ କରିବେ, କାରଣ ମୋହର ଯାଜକ ହେବା ପାଇଁ ମୁଁ ଜଣେ ଲେବୀୟକୁ ପାଇଲି।


ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, “ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।”


Swiv nou:

Piblisite


Piblisite