Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 17:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେସମୟରେ ଯିହୁଦା ବଂଶୀୟ ବେଥ୍ଲିହିମ୍-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।

Gade chapit la Kopi

ଓଡିଆ ବାଇବେଲ

7 ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।

Gade chapit la Kopi

ପବିତ୍ର ବାଇବଲ

7 ସେଠାରେ ଜଣେ ଲେବୀୟ ଯୁବକ ଯିହୁଦାର ବୈ‌ଥ୍‌ଲେହମର ଥିଲା। ସେ ଯିହୁଦାର ପରିବାରବର୍ଗରେ ବାସ କରି ଆସୁଥିଲା।

Gade chapit la Kopi




ବିଚାରକର୍ତ୍ତା 17:7
10 Referans Kwoze  

ହେରୋଦ ରାଜାଙ୍କ ସମୟରେ ଯିହୂଦିୟା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ, ଦେଖ, ପୂର୍ବ ଦିଗରେ ଥିବା ଦେଶରୁ କେତେକ ପଣ୍ଡିତ ଯିରୂଶାଲମ ସହରକୁ ଆସି କହିଲେ,


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦିକାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ପୁଣି କଟତ୍‍ ଓ ନହଲୋଲ୍‍ ଓ ଶିମ୍ରୋଣ ଓ ଯିଦାଲା ଓ ବେଥଲିହିମ; ଗ୍ରାମ ସମେତ ଏହି ବାର ନଗର।


ଏହି ପ୍ରକାରେ ରାହେଲର ମୃତ୍ୟୁୁ ହୁଅନ୍ତେ, ଇଫ୍ରାଥା, ଅର୍ଥାତ୍‍, ବେଥଲିହିମକୁ ଯିବା ପଥ ନିକଟରେ ତାହାର କବର ହେଲା।


ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ “ଆମ୍ଭକୁ ପାର ହୋଇ ଯିବାକୁ ଦିଅ” ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, “ତୁମ୍ଭେ କି ଇଫ୍ରୟିମୀୟ ଲୋକ?” ଯେବେ ସେ କହିଲା, “ନା;”


ତାହା ଉତ୍ତାରେ ବେଥଲିହିମର ଇବ୍‍ସନ୍‍ ଇସ୍ରାଏଲର ବିଚାର କଲେ।


ହେ ସୈନ୍ୟଦଳର କନ୍ୟେ, ଏବେ ତୁମ୍ଭେ ଦଳ ଦଳ ହୋଇ ଆପଣାକୁ ଏକତ୍ର କର; ସେମାନେ ଆମ୍ଭମାନଙ୍କ ପ୍ରତିକୂଳରେ ସୈନ୍ୟ ବେଷ୍ଟନ କରିଅଛନ୍ତି; ସେମାନେ ଇସ୍ରାଏଲର ବିଚାରକର୍ତ୍ତାର ଗାଲରେ ଦଣ୍ଡାଘାତ କରିବେ।


Swiv nou:

Piblisite


Piblisite