Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 17:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି ସେ ଯେଉଁଠାରେ ସ୍ଥାନ ପାଇ ପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍‍, ବେଥଲିହିମ-ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ସେ ଯେଉଁଠାରେ ସ୍ଥାନ ପାଇପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍, ବେଥ୍ଲିହିମ୍ ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।

Gade chapit la Kopi

ଓଡିଆ ବାଇବେଲ

8 ପୁଣି ସେ ଯେଉଁଠାରେ ସ୍ଥାନ ପାଇପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ସେ ନଗରରୁ, ଅର୍ଥାତ୍‍, ବେଥଲିହିମ ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାତ୍ରା କରୁ କରୁ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଏହି ମୀଖାର ଗୃହ ପର୍ଯ୍ୟନ୍ତ ଆସିଲା।

Gade chapit la Kopi

ପବିତ୍ର ବାଇବଲ

8 ସେ ଯେଉଁଠାରେ ସ୍ଥାନ ପାଇ ପାରେ, ସେଠାରେ ପ୍ରବାସ କରିବା ନିମନ୍ତେ ନଗରରୁ, ଅର୍ଥାତ୍ ବୈ‌ଥ୍‌ଲେହମ୍ ଯିହୁଦାରୁ ପ୍ରସ୍ଥାନ କଲା ଓ ସେ ଯାଉ ଯାଉ ଇଫ୍ରୟିମ ଦେଶସ୍ଥ ଏହି ମୀଖାର ଗୃହ ସରିକି ଆସିଲା।

Gade chapit la Kopi




ବିଚାରକର୍ତ୍ତା 17:8
6 Referans Kwoze  

ପୁଣି ସେ ଲେବୀୟ ଲୋକ ସେହି ମନୁଷ୍ୟ ସଙ୍ଗେ ବାସ କରିବାକୁ ସମ୍ମତ ହେଲା; ଆଉ ସେ ଯୁବା ଲୋକ ତାହାର ଗୋଟିଏ ପୁତ୍ର ପରି ହେଲା।


ଏଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍‍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ।


ସେସମୟରେ ଯିହୁଦା ବଂଶୀୟ ବେଥଲିହିମ-ଯିହୁଦାର ଏକ ଲେବୀୟ ଯୁବା ଲୋକ ସେଠାରେ ପ୍ରବାସ କରୁଥିଲା।


ତହିଁରେ ମୀଖା ତାହାକୁ ପଚାରିଲା, “ତୁମ୍ଭେ କେଉଁଠାରୁ ଆସିଲ?” ସେ ଉତ୍ତର କଲା, “ମୁଁ ବେଥଲିହିମ-ଯିହୁଦାର ଏକ ଲେବୀୟ ଲୋକ, ଯେଉଁଠାରେ ମୁଁ ସ୍ଥାନ ପାଇ ପାରିବି, ସେଠାରେ ପ୍ରବାସ କରିବାକୁ ମୁଁ ଯାଉଅଛି।”


ବିଚାରକଗଣ ଶାସନ କରୁଥିବା ଏକ ସମୟରେ ଦେଶରେ ଦୁର୍ଭିକ୍ଷ ପଡ଼ିଲା। ତହିଁରେ ବେଥଲିହିମ-ଯିହୁଦାର ଜଣେ ଲୋକ ନିଜ ସ୍ତ୍ରୀ ଓ ଦୁଇ ପୁତ୍ରଙ୍କୁ ନେଇ ମୋୟାବ ଦେଶରେ ବାସ କରିବାକୁ ଗଲେ।


Swiv nou:

Piblisite


Piblisite