ବିଚାରକର୍ତ୍ତା 18:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପଡ଼ି ନ ଥିଲା। Gade chapit laଓଡିଆ ବାଇବେଲ1 ସେହି ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ସେତେବେଳେ ଦାନ୍ ବଂଶ ବସତି ନିମନ୍ତେ ଅଧିକାର ଖୋଜୁଥିଲେ; କାରଣ ସେଦିନ ପର୍ଯ୍ୟନ୍ତ ଇସ୍ରାଏଲ ବଂଶ ମଧ୍ୟରେ ସେମାନଙ୍କ ଅଧିକାର ପାଇ ନ ଥିଲା। Gade chapit laପବିତ୍ର ବାଇବଲ1 ସେହି ସମୟରେ ଇସ୍ରାଏଲ ମଧ୍ୟରେ ରାଜା ନ ଥିଲେ। ସେହି ସମୟରେ ଦାନ୍ ପରିବାରବର୍ଗର ବସତି ନିମନ୍ତେ ଭୂଖଣ୍ତ ଖୋଜୁଥିଲେ। କାରଣ ସେ ପର୍ଯ୍ୟନ୍ତ ସେମାନେ ଇସ୍ରାଏଲର ପରିବାରବର୍ଗ ମଧ୍ୟରେ ଭୂମି ପାଇ ନ ଥିଲେ। Gade chapit la |