ବିଚାରକର୍ତ୍ତା 18:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ଵର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ। Gade chapit laଓଡିଆ ବାଇବେଲ10 ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ; ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି; ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ। Gade chapit laପବିତ୍ର ବାଇବଲ10 ତୁମ୍ଭେମାନେ ଗଲେ ନିର୍ଭୟରେ ଥିବା ଲୋକମାନଙ୍କୁ ପାଇବ ଓ ଦେଶ ଅତି ବିସ୍ତୃତ, ପରମେଶ୍ୱର ତାହା ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି। ସେ ସ୍ଥାନରେ ପୃଥିବୀସ୍ଥ କୌଣସି କଥାର ଅଭାବ ନାହିଁ।” Gade chapit la |
ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।