ବିଚାରକର୍ତ୍ତା 18:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ତହିଁରେ ସେଠାରୁ ଦାନ ଗୋଷ୍ଠୀୟ ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରୀୟ ଓ ଇଷ୍ଟାୟୋଲ୍ରୁ ଯାତ୍ରା କଲେ। Gade chapit laଓଡିଆ ବାଇବେଲ11 ତହିଁରେ ସେଠାରୁ ଦାନୀୟ ଗୋଷ୍ଠୀର ଛଅ ଶହ ଲୋକ ଯୁଦ୍ଧାସ୍ତ୍ରରେ ସସଜ୍ଜ ହୋଇ ସରାୟ ଓ ଇଷ୍ଟାୟୋଲରୁ ଯାତ୍ରା କଲେ। Gade chapit laପବିତ୍ର ବାଇବଲ11 ତେଣୁ ଦାନ୍ ପରିବାରବର୍ଗରୁ 600 ଲୋକ ଯୁଦ୍ଧାସ୍ତ୍ରରେ ସଜ୍ଜିତ ହୋଇ ସରିୟ ଓ ଇଷ୍ଟାୟୋଲ ପରିତ୍ୟାଗ କଲେ। Gade chapit la |