ବିଚାରକର୍ତ୍ତା 18:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?” Gade chapit laପବିତ୍ର ବାଇବଲ (Re-edited) - (BSI)3 ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି? Gade chapit laଓଡିଆ ବାଇବେଲ3 ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା ? ତୁମ୍ଭେ ଏଠାରେ କଅଣ କରୁଅଛ ? ଓ ତୁମ୍ଭର ଏଠାରେ କଅଣ ଅଛି ? Gade chapit laପବିତ୍ର ବାଇବଲ3 ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବକର କଥା ଶୁଣିଲେ। ସେମାନେ ଏହା ଚିହ୍ନି ପାରିଲେ, ତେଣୁ ସେମାନେ ଘର ଭିତରକୁ ଯାଇ ତାକୁ ପଗ୍ଭରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କ’ଣ କରୁଛ? ତୁମ୍ଭର ଏଠାରେ କ’ଣ ଅଛି?” Gade chapit la |