ବିଚାରକର୍ତ୍ତା 18:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, “ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)4 ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି। Gade chapit laଓଡିଆ ବାଇବେଲ4 ତହିଁରେ ସେ ସେମାନଙ୍କୁ କହିଲା, ମୀଖା ମୋହର ପ୍ରତି ଏହି ଏହି ପ୍ରକାର ବ୍ୟବହାର କଲା, ସେ ମୋତେ ବେତନ ଦେଇ ନିଯୁକ୍ତ କରିଅଛି ଓ ମୁଁ ତାହାର ଯାଜକ ହୋଇଅଛି। Gade chapit laପବିତ୍ର ବାଇବଲ4 ସେ ଉତ୍ତରରେ କହିଲା, ମୀଖା ମୋ’ ପ୍ରତି ଏହିପରି କରିଛନ୍ତି। “ସେ ମୋତେ ବେତନ ଦେଇ ଏଠାରେ ଯାଜକ ରୂପେ ନିଯୁକ୍ତ କରିଛନ୍ତି।” Gade chapit la |