ବିଚାରକର୍ତ୍ତା 18:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତହୁଁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ତହୁଁ ସେମାନେ ତାହାକୁ କହିଲେ, ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ଵରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ। Gade chapit laଓଡିଆ ବାଇବେଲ5 ତହୁଁ ସେମାନେ ତାହାକୁ କହିଲେ, ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ, ପରମେଶ୍ୱରଙ୍କ ନିକଟରେ ପଚାର, ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ, ତାହା ଆମ୍ଭେମାନେ ଜାଣିବାକୁ ଚାହୁଁ। Gade chapit laପବିତ୍ର ବାଇବଲ5 ତେଣୁ ସେମାନେ ତାହାକୁ କହିଲେ, “ଆମ୍ଭେମାନେ ତୁମ୍ଭକୁ ବିନୟ କରୁଅଛୁ। ପରମେଶ୍ୱରଙ୍କ ନିକଟରେ ପଗ୍ଭର ଆମ୍ଭମାନଙ୍କ ଯିବା ବାଟରେ ମଙ୍ଗଳ ହେବ କି ନାହିଁ। ତାହା ଆମ୍ଭେ ଜାଣିବାକୁ ଗ୍ଭହୁଁ।” Gade chapit la |
ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”