ବିଚାରକର୍ତ୍ତା 18:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; “ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)6 ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି। Gade chapit laଓଡିଆ ବାଇବେଲ6 ତହୁଁ ଯାଜକ ସେମାନଙ୍କୁ କହିଲା, କୁଶଳରେ ଯାଅ; ତୁମ୍ଭମାନଙ୍କ ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି। Gade chapit laପବିତ୍ର ବାଇବଲ6 ତହୁଁ ଯାଜକ ତାଙ୍କୁ କହିଲା, “କୁଶଳରେ ଯାଅ। ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ସଦାପ୍ରଭୁଙ୍କ ସମ୍ମୁଖରେ ଅଛି।” Gade chapit la |
ସଦାପ୍ରଭୁ କହନ୍ତି, ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।