ବିଚାରକର୍ତ୍ତା 18:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, “କି ବିଚାର?” Gade chapit laପବିତ୍ର ବାଇବଲ (Re-edited) - (BSI)8 ଏ ଉତ୍ତାରେ ସେମାନେ ସରୀୟ ଓ ଇଷ୍ଟାୟୋଲ୍ରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର? Gade chapit laଓଡିଆ ବାଇବେଲ8 ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର ? Gade chapit laପବିତ୍ର ବାଇବଲ8 ଏହା ପରେ ସେମାନେ ସରିୟ ଓ ଇଷ୍ଟାୟୋଲରେ ନିଜର ଭାତୃଗଣ ନିକଟରେ ଉପସ୍ଥିତ ହେଲେ। ତହିଁରେ ସେମାନଙ୍କର ଭାତୃଗଣ ସେମାନଙ୍କୁ ପଗ୍ଭରିଲେ, “କ’ଣ ତୁମେ ଶିକ୍ଷା କଲ?” Gade chapit la |
ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।