ବିଚାରକର୍ତ୍ତା 19:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେମାନେ ଯିବୂଷର ନିକଟବର୍ତ୍ତୀ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, “ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ସେମାନେ ଯିବୂଷ ନିକଟରେ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟ-ମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ। Gade chapit laଓଡିଆ ବାଇବେଲ11 ସେମାନେ ଯିବୂଷର ନିକଟବର୍ତ୍ତୀ ହେବା ବେଳକୁ ପ୍ରାୟ ଦିନ ଶେଷ ହୋଇଥିଲା; ଏଥିରେ ଦାସ ତାହାର ମୁନିବକୁ କହିଲା, ବିନୟ କରୁଅଛି, ଆସ, ଆମ୍ଭେମାନେ ଯିବୂଷୀୟମାନଙ୍କ ଏହି ନଗରକୁ ଯାଇ ସେଠାରେ ରାତ୍ରି କ୍ଷେପଣ କରୁ। Gade chapit laପବିତ୍ର ବାଇବଲ11 ଦିନ ସରିଆସିବା ବେଳକୁ ସେମାନେ ଯିବୂଷ ନିକଟରେ ଥିଲେ। ତେଣୁ ତାଙ୍କର ଦାସ ତାଙ୍କର ମୁନିବକୁ କହିଲେ, “ଗ୍ଭଲ ଏହିଠାରେ ରହିଯିବା ରାତ୍ରିଟି ଏହିଠାରେ କଟାଇ ଦେବା।” Gade chapit la |