Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 19:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, “ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରେ ଆପଣା ବାଟରେ ଯିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରୁ ଆପଣା ବାଟରେ ଯିବ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରୁ ଆପଣା ବାଟରେ ଯିବ।

Gade chapit la Kopi

ପବିତ୍ର ବାଇବଲ

5 ଚତୁର୍ଥ ଦିନ ସେହି ସ୍ଥାନ ଛାଡ଼ିବା ପାଇଁ ପ୍ରଭାତରୁ ଉଠି ପ୍ରସ୍ତୁତ ହେଲେ। ସ୍ତ୍ରୀଲୋକଟିର ବାପା କହିଲା, “ପ୍ରଥମେ କିଛି ଖାଅ, ଖାଇ ସାରିବା ପରେ ତୁମେ ଯାଇପାର।”

Gade chapit la Kopi




ବିଚାରକର୍ତ୍ତା 19:5
9 Referans Kwoze  

ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, “ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ;” ଏଥିରେ ସେ ଦୁହେଁ ଭୋଜନ କଲେ।


ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲା ପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।”


ଆଉ ସେ ଭୋଜନ କରି ବଳ ପାଇଲେ। ଏଥିଉତ୍ତାରେ ସେ ଦମ୍ମେଶକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ;


ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ।


ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।


ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋʼ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”


ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳ ପାନ କରି ନ ଥିଲା।


ଏହେତୁରୁ ଲେବୀୟ ଲୋକର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ।


Swiv nou:

Piblisite


Piblisite