Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 19:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ୱଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ଵଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା।

Gade chapit la Kopi

ଓଡିଆ ବାଇବେଲ

7 ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ୱଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା।

Gade chapit la Kopi

ପବିତ୍ର ବାଇବଲ

7 ଲେବୀୟ ଲୋକ ଜଣକ ଯିବାକୁ ପ୍ରସ୍ତୁତ ହେଲେ, କିନ୍ତୁ ତାଙ୍କର ଶ୍ୱଶୁର ତାଙ୍କୁ ଗୋଟିଏ ରାତ୍ରି ରହିବା ପାଇଁ ଅନୁରୋଧ କଲେ।

Gade chapit la Kopi




ବିଚାରକର୍ତ୍ତା 19:7
3 Referans Kwoze  

ତହୁଁ ସେ ଦୁହେଁ ଏକତ୍ର ବସି ଭୋଜନପାନ କଲେ; ଏଥିରେ ସେହି ଯୁବତୀର ପିତା ସେହି ଲେବୀୟ ଲୋକକୁ କହିଲା, “ଅନୁଗ୍ରହ କରି ଏହି ରାତ୍ରିଟି ରହି ଯାଅ, ଆପଣା ମନକୁ ଖୁସି କର।”


ପୁଣି ସେ ପଞ୍ଚମ ଦିନ ଅତି ପ୍ରଭାତରେ ଉଠି ପ୍ରସ୍ଥାନ କରିବାକୁ ଉଦ୍ୟତ ହେଲା; ତହିଁରେ ଯୁବତୀର ପିତା କହିଲା, “ଅନୁଗ୍ରହ କରି ଆପଣା ପ୍ରାଣ ତୃପ୍ତ କର, ତୁମ୍ଭେମାନେ ଅପରାହ୍ନ ପର୍ଯ୍ୟନ୍ତ ରୁହ;” ଏଥିରେ ସେ ଦୁହେଁ ଭୋଜନ କଲେ।


ଏଥିରେ ରାଜା ଅବଶାଲୋମଙ୍କୁ କହିଲେ, “ନାହିଁ, ମୋହର ପୁତ୍ର, ଆମ୍ଭେ ସମସ୍ତେ ନ ଯାଉ, ଗଲେ ତୁମ୍ଭ ପ୍ରତି ଭାର ସ୍ୱରୂପ ହେବୁ।” ମାତ୍ର ସେ ବହୁତ ବାଧ୍ୟ କଲା; ତଥାପି ରାଜା ଯିବାକୁ ସମ୍ମତ ନ ହୋଇ ତାହାକୁ ଆଶୀର୍ବାଦ କଲେ।


Swiv nou:

Piblisite


Piblisite