ବିଚାରକର୍ତ୍ତା 2:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ। Gade chapit laଓଡିଆ ବାଇବେଲ11 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ। Gade chapit laପବିତ୍ର ବାଇବଲ11 ଏହା ପରେ ଇସ୍ରାଏଲର ଲୋକମାନେ ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ସେହିପରି କାର୍ଯ୍ୟ କଲେ। ଇସ୍ରାଏଲର ଲୋକମାନେ ମିଥ୍ୟାବାଦୀ ବାଲ୍- ଦେବତାଙ୍କୁ ପୂଜା କଲେ। Gade chapit la |
ତହିଁରେ ଶାମୁୟେଲ ସମୁଦାୟ ଇସ୍ରାଏଲ ବଂଶକୁ କହିଲେ, “ଯେବେ ତୁମ୍ଭେମାନେ ସମସ୍ତ ଅନ୍ତଃକରଣ ସହିତ ସଦାପ୍ରଭୁଙ୍କ ପ୍ରତି ଫେରୁଅଛ, ତେବେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବତାମାନଙ୍କୁ ଓ ଅଷ୍ଟାରୋତ୍ ଦେବୀଗଣକୁ ଦୂର କର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଅନ୍ତଃକରଣ ପ୍ରସ୍ତୁତ କର ଓ କେବଳ ତାହାଙ୍କୁ ସେବା କର; ତହିଁରେ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ।”