ବିଚାରକର୍ତ୍ତା 2:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ତହିଁରେ ଇସ୍ରାଏଲ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ। Gade chapit laଓଡିଆ ବାଇବେଲ14 ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ। Gade chapit laପବିତ୍ର ବାଇବଲ14 ସଦାପ୍ରଭୁ ଇସ୍ରାଏଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ୱର ଲୁଣ୍ଠନକାରୀମାନଙ୍କୁ ସେମାନଙ୍କ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଲୁଣ୍ଠନ କଲେ। ସଦାପ୍ରଭୁ ସେମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଶତ୍ରୁମାନଙ୍କୁ ସାହାଯ୍ୟ କଲେ, ସେମାନଙ୍କୁ ହରାଇବାକୁ। ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କ ବିରୁଦ୍ଧରୁ ନିଜକୁ ରକ୍ଷା କରି ପାରିଲେ ନାହିଁ। Gade chapit la |
କିଅବା ଯେପରି ପୂର୍ବକାଳରେ ଓ ଯେଉଁ ସମୟାବଧି ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ କ୍ଳେଶ ଦେବେ ନାହିଁ; ପୁଣି ଆମ୍ଭେ ତୁମ୍ଭର ସମସ୍ତ ଶତ୍ରୁଠାରୁ ତୁମ୍ଭକୁ ବିଶ୍ରାମ ଦେବା। ଆଉ ମଧ୍ୟ ସଦାପ୍ରଭୁ ତୁମ୍ଭକୁ କହନ୍ତି ଯେ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ।
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ।”