ବିଚାରକର୍ତ୍ତା 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା।” Gade chapit laପବିତ୍ର ବାଇବଲ (Re-edited) - (BSI)22 ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ , ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ଵାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା। Gade chapit laଓଡିଆ ବାଇବେଲ22 ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା। Gade chapit laପବିତ୍ର ବାଇବଲ22 ମୁଁ ଏହି ଜାତି ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବି, ଦେଖ, ଯଦି, ସେମାନେ ସଦାପ୍ରଭୁଙ୍କ ଆଜ୍ଞା ମାନିବେ, ଯେମିତି ତାଙ୍କର ପୂର୍ବପୁରୁଷମାନେ କରିଥିଲେ।” Gade chapit la |