ବିଚାରକର୍ତ୍ତା 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ। Gade chapit laଓଡିଆ ବାଇବେଲ4 ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ। Gade chapit laପବିତ୍ର ବାଇବଲ4 ଯେତେବେଳେ ସଦାପ୍ରଭୁଙ୍କ ଦୂତ ଏହିକଥା ଇସ୍ରାଏଲବାସୀଙ୍କୁ କହିଲେ, ସେମାନେ ଉଚ୍ଚସ୍ୱରରେ ରୋଦନ କଲେ। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।