ବିଚାରକର୍ତ୍ତା 2:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏ ନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ୍ (ରୋଦନକାରୀ) ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ। Gade chapit laଓଡିଆ ବାଇବେଲ5 ଏ ନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ। Gade chapit laପବିତ୍ର ବାଇବଲ5 ତେଣୁ ଇସ୍ରାଏଲର ଲୋକମାନେ ସ୍ଥାନର ନାମ ରଖିଲେ ବୋଖୀମ୍। ଏହି ବୋଖୀମଠାରେ ଇସ୍ରାଏଲ ବାସୀମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେଠାରେ ବଳିଦାନ କଲେ। Gade chapit la |