Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 2:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ-ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

6 ଯିହୋଶୂୟ ଆପଣା ନିକଟରୁ ଲୋକମାନଙ୍କୁ ବିଦାୟ କଲା ଉତ୍ତାରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରତ୍ୟେକେ ଅଧିକାର କରିବା ନିମନ୍ତେ ଆପଣା ଆପଣା ଦେଶକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

6 ଏହା ପରେ ଯିହୋଶୂୟ ସମସ୍ତଙ୍କୁ ଗୃହକୁ ଯିବା ପାଇଁ କହିଲେ। ଏବଂ ଇସ୍ରାଏଲର ପରିବାରବର୍ଗ ସେମାନଙ୍କର ନିଜ ଭୂମି ଅଧିକାର କରିବାକୁ ନିଜ ଜାଗାକୁ ଗଲେ।

Gade chapit la Kopi




ବିଚାରକର୍ତ୍ତା 2:6
4 Referans Kwoze  

ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଆଶୀର୍ବାଦ କରି ବିଦାୟ କଲେ, ତହିଁରେ ସେମାନେ ଆପଣା ଆପଣା ତମ୍ବୁକୁ ପ୍ରସ୍ଥାନ କଲେ।


ଏନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।


ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ।


Swiv nou:

Piblisite


Piblisite