ବିଚାରକର୍ତ୍ତା 20:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ଇସ୍ରାଏଲ ବଂଶ ବିନ୍ୟାମୀନ୍ର ସମୁଦାୟ ବଂଶ ନିକଟକୁ ଲୋକ ପଠାଇ କହିଲେ, “ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଅଛି? Gade chapit laପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ଇସ୍ରାଏଲ ବଂଶ ବିନ୍ୟାମୀନର ସମୁଦାୟ ବଂଶ ନିକଟକୁ ଲୋକ ପଠାଇ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଅଛି? Gade chapit laଓଡିଆ ବାଇବେଲ12 ଏଥିଉତ୍ତାରେ ଇସ୍ରାଏଲ ବଂଶ ବିନ୍ୟାମୀନ୍ର ସମୁଦାୟ ବଂଶ ନିକଟକୁ ଲୋକ ପଠାଇ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଅଛି ? Gade chapit laପବିତ୍ର ବାଇବଲ12 ଏହା ପରେ ଇସ୍ରାଏଲ ପରିବାରବର୍ଗ ବିନ୍ୟାମୀନର ସମୁଦାୟ ପରିବାରବର୍ଗ ନିକଟକୁ ଲୋକ ପଠାଇ କହିଲେ, “ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଛି? Gade chapit la |