Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 20:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତହିଁରେ ସେହି ହତ ସ୍ତ୍ରୀର ଲେବୀୟ ଉପପତି ଉତ୍ତର ଦେଇ କହିଲା, “ମୁଁ ଓ ମୋର ଉପପତ୍ନୀ ରାତ୍ରି କ୍ଷେପଣ ନିମନ୍ତେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଥିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତହିଁରେ ସେହି ହତ ସ୍ତ୍ରୀର ଉପପତି ଉତ୍ତର ଦେଇ କହିଲା, ମୁଁ ଓ ମୋର ଉପପନିୀ ରାତ୍ରିକ୍ଷେପଣ ନିମନ୍ତେ ବିନ୍ୟାମୀନର ଅଧିକାରସ୍ଥ ଗିବୀୟାକୁ ଆସିଥିଲୁ।

Gade chapit la Kopi

ଓଡିଆ ବାଇବେଲ

4 ତହିଁରେ ସେହି ହତ ସ୍ତ୍ରୀର ଲେବୀୟ ଉପପତି ଉତ୍ତର ଦେଇ କହିଲା, ମୁଁ ଓ ମୋର ଉପପତ୍ନୀ ରାତ୍ରିକ୍ଷେପଣ ନିମନ୍ତେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଥିଲୁ।

Gade chapit la Kopi

ପବିତ୍ର ବାଇବଲ

4 ଲେବୀୟ ଲୋକ, ଯିଏ କି ହତ୍ୟା କରାଯାଇଥିବା ସ୍ତ୍ରୀଲୋକର ପ୍ରଭୁ, ସେମାନଙ୍କୁ କହିଲା, ଯାହା ସେମାନଙ୍କ ପ୍ରତି ଘଟିଯାଇଥିଲା। ସେ କହିଲା, “ମୋର ଉପପତ୍ନୀ ଏବଂ ମୁଁ ସେହି ବିନ୍ୟାମୀନୀୟ ଦେଶକୁ ଯାଇଥିଲୁ। ଆମ୍ଭେମାନେ ସେଠାରେ ରାତ୍ରି ଯାପନ କଲୁ।

Gade chapit la Kopi




ବିଚାରକର୍ତ୍ତା 20:4
3 Referans Kwoze  

(ତହୁଁ ଇସ୍ରାଏଲ-ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ-ସନ୍ତାନଗଣ ପଚାରିଲେ, “ଏହି ଦୁଷ୍ଟତା କିପ୍ରକାରେ ହେଲା? ତାହା ଆମ୍ଭମାନଙ୍କୁ କୁହ।”


ପୁଣି ଗିବୀୟାର ଲୋକମାନେ ମୋʼ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।


Swiv nou:

Piblisite


Piblisite