Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 20:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ବିରୁଦ୍ଧରେ ଯିବୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ପ୍ରତିକୂଳରେ ଯିବୁ;

Gade chapit la Kopi

ଓଡିଆ ବାଇବେଲ

9 ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ବିରୁଦ୍ଧରେ ଯିବୁ;

Gade chapit la Kopi

ପବିତ୍ର ବାଇବଲ

9 ଗିବିୟା ପ୍ରତି ଏବେ ଆମ୍ଭେମାନେ ଏହିପରି କରିବୁ, ଗୁଲିବାଣ୍ଟ କ୍ରମେ ତା'ର ପ୍ରତିକୂଳରେ ଯିବୁ।

Gade chapit la Kopi




ବିଚାରକର୍ତ୍ତା 20:9
9 Referans Kwoze  

ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ।


ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।


ଗୁଲିବାଣ୍ଟ କୋଳରେ ପକାଯାଏ, ମାତ୍ର ତହିଁର ନିଷ୍ପତ୍ତି ସଦାପ୍ରଭୁଙ୍କଠାରୁ ହୁଏ।


ପୁଣି, ଲୋକମାନଙ୍କ ଅଧିପତିବର୍ଗ ଯିରୂଶାଲମରେ ବାସ କଲେ; ମଧ୍ୟ ଅବଶିଷ୍ଟ ଲୋକମାନେ ପବିତ୍ର ନଗର ଯିରୂଶାଲମରେ ବାସ କରିବା ନିମନ୍ତେ ପ୍ରତି ଦଶ ଜଣ ମଧ୍ୟରୁ ଏକ ଜଣକୁ ସେସ୍ଥାନକୁ ଆଣିବା ପାଇଁ ଓ ଅନ୍ୟ ନଅ ଜଣଙ୍କୁ ଅନ୍ୟାନ୍ୟ ନଗରରେ ବାସ କରାଇବା ପାଇଁ ଗୁଲିବାଣ୍ଟ କଲେ।


ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।


ଯେପରି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ ତାହା ନଅ ବଂଶକୁ ଓ ଅର୍ଦ୍ଧ ବଂଶକୁ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିଦେଲେ।


ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, “ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ।


ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।”


Swiv nou:

Piblisite


Piblisite