ବିଚାରକର୍ତ୍ତା 21:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇସ୍ରାଏଲୀୟ ଲୋକମାନେ ମିସ୍ପାରେ ଶପଥ କରି କହିଥିଲେ, “ଆମ୍ଭମାନଙ୍କର କେହି ବିନ୍ୟାମୀନ୍ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)1 ଇସ୍ରାଏଲୀୟ ଲୋକମାନେ ମିସ୍ପୀରେ ଶପଥ କରି କହିଥିଲେ, ଆମ୍ଭମାନଙ୍କର କେହି ବିନ୍ୟାମୀନ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ। Gade chapit laଓଡିଆ ବାଇବେଲ1 ଇସ୍ରାଏଲୀୟ ଲୋକମାନେ ମିସ୍ପାରେ ଶପଥ କରି କହିଥିଲେ, ଆମ୍ଭମାନଙ୍କର କେହି ବିନ୍ୟାମୀନ୍ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ। Gade chapit laପବିତ୍ର ବାଇବଲ1 ମିସ୍ପୀରେ ଇସ୍ରାଏଲର ସୈନ୍ୟମାନେ ଏକ ପ୍ରତିଜ୍ଞା କଲେ। ସେମାନଙ୍କର ପ୍ରତିଜ୍ଞା ଏହିପରି ଥିଲା, “ଆମ୍ଭମାନଙ୍କ ମଧ୍ୟରୁ କେହି ବିନ୍ୟାମୀନ ପରିବାରବର୍ଗକୁ ଆମ୍ଭମାନଙ୍କର କନ୍ୟାକୁ ବିବାହ ଦେବେ ନାହିଁ।” Gade chapit la |
ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ‘ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ିଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ସେମାନଙ୍କୁ ତୁମ୍ଭମାନଙ୍କ କନ୍ୟାଗଣ ବିବାହ ନିମନ୍ତେ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ।’”