ବିଚାରକର୍ତ୍ତା 21:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।” Gade chapit laପବିତ୍ର ବାଇବଲ (Re-edited) - (BSI)11 ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକି ବର୍ଜିତ ରୂପେ ବିନାଶ କରିବ। Gade chapit laଓଡିଆ ବାଇବେଲ11 ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ। Gade chapit laପବିତ୍ର ବାଇବଲ11 ତୁମ୍ଭେ ନିଶ୍ଚିତ ଏହିପରି କରିବ! ତୁମ୍ଭେମାନେ ନିଶ୍ଚିତ ଯାବେଶ୍ ଗିଲିୟଦର ସମସ୍ତ ପୁରୁଷମାନଙ୍କୁ ହତ୍ୟା କରିବ ଏବଂ ପୁରୁଷ ସହିତ ସହବାସ କରିଥିବା ପ୍ରତ୍ୟେକ ସ୍ତ୍ରୀକୁ ହତ୍ୟା କରିବ। ଯେଉଁ ସ୍ତ୍ରୀଲୋକମାନଙ୍କର କୌଣସି ଯୌନ ସମ୍ପର୍କ ନ ଥିବ ସେମାନଙ୍କୁ ହତ୍ୟାକର ନାହିଁ।” ତେଣୁ ସେହି ସୈନ୍ୟମାନେ ଠିକ୍ ସେହିପରି କଲେ। Gade chapit la |