ବିଚାରକର୍ତ୍ତା 21:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହୁଁ ସେମାନେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ତହୁଁ ସେମାନେ ଯାବେଶ୍-ଗିଲୀୟଦ ନିବାସୀ-ମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକି ଆଣିଲେ। Gade chapit laଓଡିଆ ବାଇବେଲ12 ତହୁଁ ସେମାନେ ଯାବେଶ ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ। Gade chapit laପବିତ୍ର ବାଇବଲ12 ସେହି 12,000 ସୈନ୍ୟମାନେ ଏପରି 400 ଯୁବତୀଙ୍କୁ ଦେଖିଲେ ଯେଉଁମାନଙ୍କର କୌଣସି ପୁରୁଷଙ୍କ ସହିତ ଶାରିରୀକ ସମ୍ପର୍କ ନ ଥିଲା। ସେହି ସୈନ୍ୟମାନେ ଯାବେଶ୍ ଗିଲିୟଦରୁ ସେହି ସ୍ତ୍ରୀଲୋକମାନଙ୍କୁ ଶୀଲୋ ନିକଟର ଛାଉଣିକୁ ନେଇ ଆସିଲେ। ଯାହାକି କିଣାନ ଦେଶରେ ଥିଲା। Gade chapit la |