Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 21:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏଥିଉତ୍ତାରେ ସମଗ୍ର ମଣ୍ଡଳୀ ରିମ୍ମୋନ୍‍ ଶୈଳସ୍ଥିତ ବିନ୍ୟାମୀନ୍-ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଅନନ୍ତର ସମଗ୍ର ମଣ୍ତଳୀ ରିମ୍ମୋନ୍ ଶୈଳସ୍ଥିତ ବିନ୍ୟାମୀନ ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ସନ୍ଧି ପ୍ରଚାର କଲେ।

Gade chapit la Kopi

ଓଡିଆ ବାଇବେଲ

13 ଏଥିଉତ୍ତାରେ ସମଗ୍ର ମଣ୍ଡଳୀ ରିମ୍ମୋନ୍‍ ଶୈଳସ୍ଥିତ ବିନ୍ୟାମୀନ୍ ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।

Gade chapit la Kopi

ପବିତ୍ର ବାଇବଲ

13 ଏହିପରି ଇସ୍ରାଏଲର ଲୋକମାନେ ବିନ୍ୟାମୀନୀୟମାନଙ୍କ ପାଖକୁ ଏକ ବାର୍ତ୍ତା ପଠାଇଲେ। ରିମ୍ମୋନ୍ ଶୈଳଠାରେ ରହୁଥିବା ବିନ୍ୟାମୀନ ଲୋକମାନଙ୍କ ସହିତ ଶାନ୍ତି ଚୁକ୍ତି ପ୍ରଦାନ କଲେ।

Gade chapit la Kopi




ବିଚାରକର୍ତ୍ତା 21:13
9 Referans Kwoze  

ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ ଓ ରିମ୍ମୋନ୍‍ ଶୈଳରେ ଚାରି ମାସ ରହିଲେ।


ଯେତେବେଳେ ତୁମ୍ଭେ ଯୁଦ୍ଧ କରିବା ପାଇଁ କୌଣସି ନଗରର ନିକଟବର୍ତ୍ତୀ ହେବ, ସେତେବେଳେ ତହିଁ ପ୍ରତି ସନ୍ଧିର କଥା ଘୋଷଣା କରିବ।


ଆଉ ତୁମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଦୂରରେ ଥିଲ, ଉଭୟଙ୍କ ନିକଟରେ ଖ୍ରୀଷ୍ଟ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;


ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ।


ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।


ଓ ଲବାୟୋତ୍‍ ଓ ଶିଲହୀମ୍‍ ଓ ଐନ୍‍ ଓ ରିମ୍ମୋନ୍‍; ଗ୍ରାମ ସମେତ ସର୍ବସୁଦ୍ଧା ଅଣତିରିଶ ନଗର।


ଏଉତ୍ତାରେ ସେମାନେ ଫେରି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ; ତହୁଁ ଏମାନେ ସଡ଼କରେ ପାଞ୍ଚ ହଜାର ଲୋକଙ୍କୁ ଗୋଟାଇ ସାଉଣ୍ଟି ମାରିଲେ; ପୁଣି ଗିଦୀୟୋମ୍‍ ପର୍ଯ୍ୟନ୍ତ ସେମାନଙ୍କ ପଛେ ଲାଗି ରହି ସେମାନଙ୍କର ଦୁଇ ହଜାର ଲୋକଙ୍କୁ ବଧ କଲେ।


ତହୁଁ ସେମାନେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ।


ସେସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ-ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ।


Swiv nou:

Piblisite


Piblisite