Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 21:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତେଣୁ ଲୋକମାନେ ବେଥେଲ୍‍କୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟନ୍ତ ରୋଦନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତେଣୁ ଲୋକମାନେ ବୈଥେଲକୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ଵରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟ; ରୋଦନ କଲେ।

Gade chapit la Kopi

ଓଡିଆ ବାଇବେଲ

2 ତେଣୁ ଲୋକମାନେ ବେଥେଲ୍‍କୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟନ୍ତ ରୋଦନ କଲେ।

Gade chapit la Kopi

ପବିତ୍ର ବାଇବଲ

2 ଇସ୍ରାଏଲର ଲୋକମାନେ ବୈଥେଲହମକୁ ଗଲେ ଏବଂ ସେଠାରେ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ସନ୍ଧ୍ୟା ପର୍ଯ୍ୟନ୍ତ ବସି ରହିଲେ। ସେମାନେ ସେଠାରେ ସଦାପ୍ରଭୁଙ୍କ ଆଗରେ କରୁଣ ଭାବରେ ଜୋ‌ର୍‌ରେ ରୋଦନ କଲେ।

Gade chapit la Kopi




ବିଚାରକର୍ତ୍ତା 21:2
10 Referans Kwoze  

ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍‍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଉଠି ବେଥେଲ୍‍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; “ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ?” ସଦାପ୍ରଭୁ କହିଲେ, “ଯିହୁଦା ପ୍ରଥମେ ଯିବ।”


ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।


ତହୁଁ ସେମାନେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ।


ପୁଣି ଇସ୍ରାଏଲ-ସନ୍ତାନଗଣ ଉଠିଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, “ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା?” ତହିଁରେ ସଦାପ୍ରଭୁ କହିଲେ, “ତାହା ବିରୁଦ୍ଧରେ ଯାଅ।”


ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।


ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା।


ଆଉ ସେମାନେ କହିଲେ, “ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା?”


ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହି ସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ।


Swiv nou:

Piblisite


Piblisite