ବିଚାରକର୍ତ୍ତା 21:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ୍ ଦେଶକୁ ଚାଲିଯାଅ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ ଦେଶକୁ ଚାଲି ଯାଅ। Gade chapit laଓଡିଆ ବାଇବେଲ21 ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ୍ ଦେଶକୁ ଚାଲି ଯାଅ। Gade chapit laପବିତ୍ର ବାଇବଲ21 ଆଉ ଯେତେବେଳେ ଶୀଲୋର କନ୍ୟାମାନେ ଭୋଜି ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିବେ ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକ ନିଜ ନିଜ ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ପ୍ରତ୍ୟେକ ଜଣଙ୍କୁ ଧରି ବିନ୍ୟାମୀନ ଦେଶକୁ ଗ୍ଭଲିଯାଅ। Gade chapit la |