Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 21:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ସେମାନେ କହିଲେ, “ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ ସେମାନେ କହିଲେ, ହେ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା?

Gade chapit la Kopi

ଓଡିଆ ବାଇବେଲ

3 ଆଉ ସେମାନେ କହିଲେ, ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା ?

Gade chapit la Kopi

ପବିତ୍ର ବାଇବଲ

3 ସେମାନେ ସଦାପ୍ରଭୁଙ୍କୁ କହିଲେ, “ହେ ସଦାପ୍ରଭୁ! ତୁମ୍ଭେ ଇସ୍ରାଏଲର ପରମେଶ୍ୱର। ଇସ୍ରାଏଲୀୟ ପ୍ରତି ଏପରି ବିପଦ କାହିଁକି ପଡ଼ିଲା? ଏବଂ କାହିଁକି ଇସ୍ରାଏଲର ପରିବାରବର୍ଗ ମଧ୍ୟରୁ ଗୋଟିଏ ହଜି ଯାଉଛି।”

Gade chapit la Kopi




ବିଚାରକର୍ତ୍ତା 21:3
9 Referans Kwoze  

ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତି?


ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ତୁମ୍ଭ ପଥରୁ କାହିଁକି ଭ୍ରାନ୍ତ କରାଉଅଛ ଓ ତୁମ୍ଭକୁ ଭୟ କରିବା ପ୍ରତି ଆମ୍ଭମାନଙ୍କ ଅନ୍ତଃକରଣକୁ କଠିନ କରାଉଅଛ? ଆପଣା ଦାସମାନଙ୍କର, ଆପଣା ଅଧିକାର ସ୍ୱରୂପ ଗୋଷ୍ଠୀଗଣର ସକାଶୁ ଫେର।


ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।


କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉଅଛନ୍ତି?


ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ? ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି?


ସେତେବେଳେ ସବୁ ଗୋଷ୍ଠୀୟ ଲୋକମାନେ କହିବେ, “ସଦାପ୍ରଭୁ ଏ ଦେଶ ପ୍ରତି କାହିଁକି ଏପରି କରିଅଛନ୍ତି? ଏରୂପ ମହାକ୍ରୋଧ ପ୍ରଜ୍ୱଳିତ ହେବାର କାରଣ କଅଣ?”


ତେଣୁ ଲୋକମାନେ ବେଥେଲ୍‍କୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟନ୍ତ ରୋଦନ କଲେ।


ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।


Swiv nou:

Piblisite


Piblisite