ବିଚାରକର୍ତ୍ତା 21:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ।” Gade chapit laପବିତ୍ର ବାଇବଲ (Re-edited) - (BSI)7 ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ। Gade chapit laଓଡିଆ ବାଇବେଲ7 ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା ? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ। Gade chapit laପବିତ୍ର ବାଇବଲ7 ଆମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତିଜ୍ଞା କରିଅଛୁ ଯେ ବିନ୍ୟାମୀନ ପରିବାରବର୍ଗର କୌଣସି ଲୋକଙ୍କୁ ଆମ୍ଭମାନଙ୍କର କନ୍ୟାକୁ ବିବାହ ଦେବୁ ନାହିଁ। ଏହି ପରିବାରବର୍ଗର ଲୋକମାନଙ୍କ ପାଇଁ ସ୍ତ୍ରୀ ଖୋଜିବା ବିଷୟରେ ଆମ୍ଭେମାନେ କ’ଣ କରିବା?” Gade chapit la |
ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ‘ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ିଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ସେମାନଙ୍କୁ ତୁମ୍ଭମାନଙ୍କ କନ୍ୟାଗଣ ବିବାହ ନିମନ୍ତେ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ।’”