Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 21:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ୍-ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

9 କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

9 ଇସ୍ରାଏଲର ଲୋକମାନେ ଗଣନା କରି ଦେଖିଲେ କେଉଁମାନେ ଆସିଛନ୍ତି ଓ କେଉଁମାନେ ଆସି ନାହାନ୍ତି। ସେମାନେ ଦେଖିଲେ ଯେ ଯାବେଶ୍ ଗିଲିୟଦରୁ କେହି ଆସି ନାହାନ୍ତି।

Gade chapit la Kopi




ବିଚାରକର୍ତ୍ତା 21:9
3 Referans Kwoze  

ପୁଣି ସେମାନେ କହିଲେ, “ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି?” ତହିଁରେ ଦେଖ, ଯାବେଶ-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।


ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ-ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର।


ସଦାପ୍ରଭୁଙ୍କ ଦୂତ କହିଲେ, ‘ତୁମ୍ଭେମାନେ ମେରୋସକୁ ଶାପ ଦିଅ,’ ‘ତୁମ୍ଭେମାନେ ତହିଁ ନିବାସୀମାନଙ୍କୁ ଦାରୁଣ ଶାପ ଦିଅ; କାରଣ ସେମାନେ ସଦାପ୍ରଭୁଙ୍କ ସାହାଯ୍ୟକୁ, ବୀରମାନଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କ ସାହାଯ୍ୟକୁ ଆସିଲେ ନାହିଁ।’


Swiv nou:

Piblisite


Piblisite