ବିଚାରକର୍ତ୍ତା 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା। Gade chapit laଓଡିଆ ବାଇବେଲ10 ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା। Gade chapit laପବିତ୍ର ବାଇବଲ10 ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ପ୍ରବେଶ କଲାରୁ, ସେ ଇସ୍ରାଏଲର ଲୋକମାନଙ୍କର ବିଗ୍ଭର କଲେ, ଓ ଯୁଦ୍ଧ କରିବାକୁ ଆଗେଇ ଆସିଲେ। ଏବଂ ସଦାପ୍ରଭୁ କୂଶନ ରିଶିୟାଥୟିମକୁ ଅରାମୀୟର ରାଜାଙ୍କୁ ହରାଇବାରେ ଅତ୍ନୀୟେଲଙ୍କ ସାହାଯ୍ୟ କରିଥିଲେ ଓ ସେ ତାଙ୍କୁ ଆୟତ କଲେ। Gade chapit la |
ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।