ବିଚାରକର୍ତ୍ତା 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା। Gade chapit laପବିତ୍ର ବାଇବଲ (Re-edited) - (BSI)11 ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏ ଉତ୍ତାରେ କନସର ପୁତ୍ର ଅନିୀୟେଲ ମଲା। Gade chapit laଓଡିଆ ବାଇବେଲ11 ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏ ଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା। Gade chapit laପବିତ୍ର ବାଇବଲ11 ଅତଏବ, କନ୍ସର ପୁତ୍ର ଅତ୍ନୀୟେଲ ମୃତ୍ୟୁବରଣ କଲା ପର୍ଯ୍ୟନ୍ତ ଗ୍ଭଳିଶ୍ ବର୍ଷ ପାଇଁ ସେହି ଭୂମି ଶାନ୍ତିରେ ରହିଲା। Gade chapit la |
ମାତ୍ର ସେମାନେ ବିଶ୍ରାମ ପାଇଲା ଉତ୍ତାରେ ପୁନର୍ବାର ତୁମ୍ଭ ଦୃଷ୍ଟିରେ କୁକର୍ମ କଲେ; ଏହେତୁ ତୁମ୍ଭେ ସେମାନଙ୍କୁ ଶତ୍ରୁଗଣ ହସ୍ତରେ ସମର୍ପଣ କଲ, ସେମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କଲେ, ତଥାପି ଯେତେବେଳେ ସେମାନେ ଫେରି ତୁମ୍ଭ ନିକଟରେ କ୍ରନ୍ଦନ କଲେ, ସେତେବେଳେ ତୁମ୍ଭେ ସ୍ୱର୍ଗରୁ ତାହା ଶୁଣିଲ; ଆଉ, ଅନେକ ଥର ତୁମ୍ଭେ ଆପଣା ଦୟାନୁସାରେ ସେମାନଙ୍କୁ ଉଦ୍ଧାର କଲ।