Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା।

Gade chapit la Kopi

ଓଡିଆ ବାଇବେଲ

13 ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା।

Gade chapit la Kopi

ପବିତ୍ର ବାଇବଲ

13 ରାଜା ଇଗ୍ଲୋନ ଅମ୍ମୋନୀୟ ଓ ଅମାଲେକୀୟ ସହିତ ସଂଯୁକ୍ତ ତିଆରି କଲେ। ସେମାନେ ଇସ୍ରାଏଲକୁ ଆକ୍ରମଣ କଲେ। ସେମାନେ ଇସ୍ରାଏଲୀୟମାନଙ୍କୁ ପରାସ୍ତ କଲେ ଏବଂ ଖର୍ଜ୍ଜୁରପୁର (ଯିରୀହୋ)ରୁ ତଡ଼ି ଦେଲେ। ଏବଂ ଇସ୍ରାଏଲମାନଙ୍କ ଖର୍ଜ୍ଜୁରପୁରର ସହରକୁ ଅଧିକାର କଲେ।

Gade chapit la Kopi




ବିଚାରକର୍ତ୍ତା 3:13
9 Referans Kwoze  

ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠିଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।


ଆଉ ସୋୟର ପର୍ଯ୍ୟନ୍ତ ଦକ୍ଷିଣ ଦେଶ ଓ ଖର୍ଜ୍ଜୁରପୁର-ଯିରୀହୋ ଦେଶସ୍ଥ ଉପତ୍ୟକାର ପଦା ଦେଖାଇଲେ।


ଅମାଲେକ (ଦେଶ)ରେ ଯେଉଁମାନଙ୍କର ମୂଳ ଥିଲା, ସେମାନେ ଇଫ୍ରୟିମରୁ ଆସିଲେ; ତୁମ୍ଭ ପଛେ ବିନ୍ୟାମୀନ୍ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଥିଲା; ମାଖୀରଠାରୁ ଶାସନକର୍ତ୍ତାମାନେ ଓ ସବୂଲୂନଠାରୁ ସୈନ୍ୟଗଣନାକାରୀ ଦଣ୍ଡଧରମାନେ ଓହ୍ଲାଇ ଆସିଲେ।


ତହିଁରେ ଇସ୍ରାଏଲ-ସନ୍ତାନଗଣ ଅଠର ବର୍ଷ ପର୍ଯ୍ୟନ୍ତ ମୋୟାବୀୟ ରାଜା ଇଗ୍ଲୋନର ସେବା କଲେ।


ତହିଁରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଆମ୍ଭେ କି ମିସରୀୟମାନଙ୍କଠାରୁ ଓ ଇମୋରୀୟମାନଙ୍କଠାରୁ, ଅମ୍ମୋନ-ସନ୍ତାନମାନଙ୍କଠାରୁ ଓ ପଲେଷ୍ଟୀୟମାନଙ୍କଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରି ନାହୁଁ?


ତହୁଁ ଏହିପରି ହେଲା ଯେ, ଇସ୍ରାଏଲୀୟମାନେ ବୀଜ ବୁଣିଲେ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସନ୍ତି; ସେମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସି


ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ।


ଆହୁରି ସୀଦୋନୀୟମାନେ ଓ ଅମାଲେକୀୟମାନେ ଓ ମାୟୋନୀୟମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ; ତହିଁରେ ତୁମ୍ଭେମାନେ ଆମ୍ଭ ନିକଟରେ କ୍ରନ୍ଦନ କରନ୍ତେ, ଆମ୍ଭେ ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।


Swiv nou:

Piblisite


Piblisite