Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 3:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ସେ ଆପେ ଗିଲ୍‍ଗଲ୍‍ସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍‍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, “ତୁନି ହୋଇଥାଅ।” ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ସେ ଆପେ ଗିଲ୍ଗଲସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍, ଆପଣଙ୍କ ନିକଟରେ ମୋହର ଏକ ଗୁପ୍ତ କଥା ଅଛି। ତେବେ ରାଜା କହିଲା, ତୁନି ହୋଇ ଥାଅ। ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରି ଗଲେ।

Gade chapit la Kopi

ଓଡିଆ ବାଇବେଲ

19 ମାତ୍ର ସେ ଆପେ ଗିଲ୍‍ଗଲସ୍ଥ ପଥରଖଣିଠାରୁ ବାହୁଡ଼ି ଆସି କହିଲେ, ହେ ରାଜନ୍‍, “ମୁଁ ଆପଣଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ତେବେ ରାଜା କହିଲା, ତୁନି ହୋଇ ଥାଅ। ତହୁଁ ତାହା ନିକଟରେ ଠିଆ ହେବାର ସମସ୍ତ ଲୋକ ତାହା ଛାମୁରୁ ବାହାରି ଗଲେ।

Gade chapit la Kopi

ପବିତ୍ର ବାଇବଲ

19 ଏହୂଦ ଜାଣିଲେ ଏବଂ ମୂର୍ତ୍ତୀ ନିକଟ ଗି‌‌ଲ୍‌‌ଗଲ୍ ସ୍ଥଳକୁ ଗଲେ, ତା'ପରେ ସେ ଫେରି ଆସି ରାଜାଙ୍କୁ ଭେଟି ଏହୂଦ କହିଲେ, “ମୁଁ ଆପଣାଙ୍କ ପାଇଁ ଏକ ଗୁପ୍ତ ଖବର ଆଣିଛି।” ରାଜା ତାଙ୍କୁ ନୀରବ ରହିବା ପାଇଁ କହିଲେ ଓ ସେ ନିଜ ଲୋକମାନଙ୍କୁ ଘର ଛାଡ଼ିବାକୁ କହିଲେ।

Gade chapit la Kopi




ବିଚାରକର୍ତ୍ତା 3:19
8 Referans Kwoze  

ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍‍ଗଲ୍‍ରେ ସ୍ଥାପନ କଲେ।


ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।


ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।


ଆଉ ସେ ଭେଟି ଦେଇ ସାରିଲା ଉତ୍ତାରେ ଭେଟି ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ।


ପୁଣି ସେ ପାତ୍ର ନେଇ ତାହା ଆଗରେ ତାହା ଦେଲା, ମାତ୍ର ସେ ଭୋଜନ କରିବାକୁ ମନା କଲା। ଆଉ ଅମ୍ନୋନ ସେବକଙ୍କୁ କହିଲା, “ଆମ୍ଭ ନିକଟରୁ ସମସ୍ତଙ୍କୁ ବାହାର କରିଦିଅ।” ତହିଁରେ ସମସ୍ତେ ତାହା ନିକଟରୁ ବାହାରିଗଲେ।


କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।


Swiv nou:

Piblisite


Piblisite