Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 3:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତେବେ ଏହୂଦ୍ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ଼୍‍ଗ ନେଇ ତାହାର ପେଟ ଭୁସିଲେ;

Gade chapit la Kopi

ଓଡିଆ ବାଇବେଲ

21 ତେବେ ଏହୂଦ ଆପଣା ବାମ ହସ୍ତ ବଢ଼ାଇ ଦକ୍ଷିଣ ଜଙ୍ଘରୁ ଖଡ୍ଗ ନେଇ ତାହାର ପେଟ ଭୁସିଲେ;

Gade chapit la Kopi

ପବିତ୍ର ବାଇବଲ

21 ଯେତେବେଳେ ରାଜା ଉଠି ପଡ଼ିଲେ, ଏହୂଦ ତାଙ୍କର ବାମ ହାତରେ ବ୍ୟବହୃତ ଖଣ୍ତା ଦକ୍ଷିଣ ଜଂଘରୁ ବାହାର କଲେ ଏବଂ ରାଜାଙ୍କର ପେଟରେ ଭୂଷି ଦେଲେ।

Gade chapit la Kopi




ବିଚାରକର୍ତ୍ତା 3:21
8 Referans Kwoze  

ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।


ଆଉ, କେହି ଯଦି ପୁନର୍ବାର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ‘ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ;’ ଆଉ, ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ।


ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ; ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ; ସେ ନାନା ଭୟରେ ଆକ୍ରାନ୍ତ।


ମାତ୍ର ଶାମୁୟେଲ କହିଲେ, “ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ।” ତହୁଁ ଶାମୁୟେଲ ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।


ଏଥିରେ ଏହୂଦ ତାହା ନିକଟକୁ ଗଲେ; ସେତେବେଳେ ସେ ଆପଣା ଗ୍ରୀଷ୍ମକାଳୀନ ଉପର ମହଲାରେ ଏକାକୀ ବସିଥିଲା। ତହିଁରେ ଏହୂଦ କହିଲେ, “ଆପଣଙ୍କ ପାଇଁ ପରମେଶ୍ୱରଙ୍କଠାରୁ ଆମ୍ଭର ଏକ କଥା ଅଛି;” ତହୁଁ ସେ ଆପଣା ସିଂହାସନରୁ ଉଠିଲା।


ତହିଁରେ ଖଡ୍ଗ ସହିତ ମୁଠା ମଧ୍ୟ ପଶିଗଲା, ଆଉ ଖଡ୍ଗ ଚର୍ବିରେ ଲାଖି ରହିବାରୁ ସେ ତାହା ପେଟରୁ ବାହାର କଲେ ନାହିଁ ଓ ଖଡ୍ଗ ପଛଭାଗରେ ବାହାରିଲା।


ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।


Swiv nou:

Piblisite


Piblisite