ବିଚାରକର୍ତ୍ତା 3:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଉତ୍ତାରେ ଏହୂଦ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଏ ଉତ୍ତାରେ ଏହୂଦ୍ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ। Gade chapit laଓଡିଆ ବାଇବେଲ23 ଏ ଉତ୍ତାରେ ଏହୂଦ ତାହାକୁ ରୁଦ୍ଧକରଣାର୍ଥେ ସେହି ଉପର ମହଲାର କବାଟ ବନ୍ଦ କରି ଅର୍ଗଳ ଲଗାଇ ପାବଚ୍ଛ ପଥ ଆଡ଼କୁ ବାହାରିଗଲେ। Gade chapit laପବିତ୍ର ବାଇବଲ23 ଏହା ପରେ ଏହୂଦ ଘରର ବାହାର ଓ ଭିତର କବାଟ ବନ୍ଦ କଲେ ଏବଂ ସେମାନଙ୍କୁ ତାଲା ପକାଇ ଦେଲେ। ତା'ପରେ ସେ ରାଜାଙ୍କର ସିଂହାସନ ଘର ଆଡ଼କୁ ଅଗ୍ରସର ହେଲେ ଏବଂ ନିମ୍ନରେ ଥିବା ନିଜ ପାଇଖାନାରେ ପ୍ରବେଶ କଲେ। Gade chapit la |