Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 3:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ମାତ୍ର ସେମାନେ ବିଳମ୍ଵ କରି ରହିବା ବେଳେ ଏହୂଦ୍ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।

Gade chapit la Kopi

ଓଡିଆ ବାଇବେଲ

26 ମାତ୍ର ସେମାନେ ବିଳମ୍ବ କରି ରହିବା ବେଳେ ଏହୂଦ ପଳାଇ ସେହି ପଥର ଖଣି ପାର ହୋଇ ସିୟୀରାକୁ ଚାଲିଗଲେ।

Gade chapit la Kopi

ପବିତ୍ର ବାଇବଲ

26 ଦାସମାନେ ରାଜାଙ୍କ ପାଇଁ ସେଠାରେ କିଛି ସମୟ ଅପେକ୍ଷା କଲେ। ଏହି ସମୟରେ ଏହୂଦ ସେ ସ୍ଥାନ ଛାଡ଼ି ପଳାଇଗଲେ। ଏହୂଦ ମୂର୍ତ୍ତି ବାଟଦେଇ ସିୟୀରାକୁ ପଳାଇଗଲେ।

Gade chapit la Kopi




ବିଚାରକର୍ତ୍ତା 3:26
4 Referans Kwoze  

ତହୁଁ ସେମାନେ ଲଜ୍ଜିତ ହେବା ପର୍ଯ୍ୟନ୍ତ ଅପେକ୍ଷା କଲେ; ମାତ୍ର ଦେଖ, ସେ ଉପର ମହଲାର କବାଟ ଫିଟାଇଲା ନାହିଁ; ଏହେତୁ ସେମାନେ କଞ୍ଚିକାଠି ନେଇ କବାଟ ଫିଟାଇଲେ; ତହିଁରେ ଦେଖ, ସେମାନଙ୍କର ପ୍ରଭୁ ମରି ଭୂମିରେ ପଡ଼ିଅଛି।


ପୁଣି ସେ ସେହି ସ୍ଥାନରେ ପହୁଞ୍ଚି ଇଫ୍ରୟିମ-ପର୍ବତମୟ ଦେଶରେ ତୂରୀ ବଜାଇଲେ, ତହିଁରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ସହିତ ପର୍ବତମୟ ଦେଶରୁ ଆସନ୍ତେ, ସେ ସେମାନଙ୍କର ଅଗ୍ରଗାମୀ ହୋଇ ଚାଲିଲେ।


ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇଗଲେ।


ପୁଣି କୁକ୍କୁରମାନେ ଈଷେବଲ୍‍କୁ ଯିଷ୍ରିୟେଲ ଭୂମିରେ ଖାଇବେ ଓ ତାହାକୁ କବର ଦେବା ପାଇଁ କେହି ନ ଥିବ।’” ତହୁଁ ଭବିଷ୍ୟଦ୍‍ବକ୍ତା ଦ୍ୱାର ଫିଟାଇ ପଳାଇଗଲେ।


Swiv nou:

Piblisite


Piblisite