ବିଚାରକର୍ତ୍ତା 3:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍-ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶିବା ପଥ ପର୍ଯ୍ୟନ୍ତ ଲିବାନୋନ୍ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ। Gade chapit laଓଡିଆ ବାଇବେଲ3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍-ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ। Gade chapit laପବିତ୍ର ବାଇବଲ3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ବାଲ୍ହର୍ମୋନ ପର୍ବତଠାରୁ ହମାତରେ ପ୍ରବେଶିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ସୀଦୋନୀୟ ଏବଂ ହିବ୍ବୀୟ ଲୋକମାନେ। Gade chapit la |
ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।