Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 3:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏମାନଙ୍କ ଦ୍ଵାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ଵାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।

Gade chapit la Kopi

ଓଡିଆ ବାଇବେଲ

4 ଏମାନଙ୍କ ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବା ନିମନ୍ତେ, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପିତୃଲୋକଙ୍କୁ ମୋଶାଙ୍କ ଦ୍ୱାରା ଯେ ଯେ ଆଜ୍ଞା ଆଦେଶ କରିଥିଲେ, ତାହାସବୁ ସେମାନେ ଶୁଣିବେ କି ନାହିଁ, ଏହା ଜାଣିବା ନିମନ୍ତେ, ଅବଶିଷ୍ଟ ରଖାଗଲେ।

Gade chapit la Kopi

ପବିତ୍ର ବାଇବଲ

4 ସଦାପ୍ରଭୁ ଇସ୍ରାଏଲର ଲୋକମାନଙ୍କୁ ପରୀକ୍ଷା କରିବା ପାଇଁ ସେହି ଜାତିଗୁଡ଼ିକ ଭୂମିରେ ପରିତ୍ୟାଗ କଲେ। ସଦାପ୍ରଭୁ ଦେଖିବାକୁ ଗ୍ଭହିଁଲେ, ଯଦି ଏହି ଲୋକମାନେ ମୋଶାଙ୍କ ଦ୍ୱାରା ସେମାନଙ୍କର ପୂର୍ବପୁରୁଷମାନଙ୍କୁ ସଦାପ୍ରଭୁଙ୍କ ଦ୍ୱାରା ଦେଖାଯାଇଥିବା ଆଦେଶଗୁଡ଼ିକ ମାନୁଛନ୍ତି।

Gade chapit la Kopi




ବିଚାରକର୍ତ୍ତା 3:4
7 Referans Kwoze  

ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।


ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ


ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା।”


ପୁଣି, ସେ ଲେବୀ ବିଷୟରେ କହିଲେ, “ତୁମ୍ଭର ତୁମ୍ମୀମ୍‍ ଓ ଉରୀମ୍‍ ତୁମ୍ଭ ଧାର୍ମିକ ପୁରୁଷ ସହିତ ଅଛି, ତୁମ୍ଭେ ମଃସାରେ ତାହାର ପରୀକ୍ଷା କଲ, ମିରୀବାଃ ଜଳ ନିକଟରେ ତୁମ୍ଭେ ତାହା ସଙ୍ଗେ ବିରୋଧ କଲ।”


ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।


ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ-ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ,


Swiv nou:

Piblisite


Piblisite