ବିଚାରକର୍ତ୍ତା 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)12 ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍ ତାବୋର ପର୍ବତ ଉପରକୁ ଯାଇଅଛି। Gade chapit laଓଡିଆ ବାଇବେଲ12 ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି। Gade chapit laପବିତ୍ର ବାଇବଲ12 କେହି ଜଣେ ସୀଷରାକୁ କହିଲେ, ଯେ ବାରକ୍ ଅବିନୟମର ପୁତ୍ର ତାବୋର ପର୍ବତ ଉପରକୁ ଗଲେ। Gade chapit la |