Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତହିଁରେ ସୀଷରା ଆପଣାର ନଅ ଶହ ଲୌହରଥଯାକ ଓ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ଠାରୁ କୀଶୋନ୍‍ ନଦୀ ପର୍ଯ୍ୟନ୍ତ ଆପଣା ସଙ୍ଗୀ ସମସ୍ତ ଲୋକଙ୍କୁ ଏକତ୍ର କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତହିଁରେ ସୀଷରା ଆପଣାର ନଅ ଶହ ଲୌହରଥ-ଯାକ ଓ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍-ଠାରୁ କୀଶୋନ୍ ନଦୀ ପର୍ଯ୍ୟନ୍ତ ଆପଣା ସଙ୍ଗୀ ସମସ୍ତ ଲୋକଙ୍କୁ ଏକତ୍ର କଲା।

Gade chapit la Kopi

ଓଡିଆ ବାଇବେଲ

13 ତହିଁରେ ସୀଷରା ଆପଣାର ନଅ ଶହ ଲୌହରଥ ଯାକ ଓ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ଠାରୁ କୀଶୋନ୍‍ ନଦୀ ପର୍ଯ୍ୟନ୍ତ ଆପଣା ସଙ୍ଗୀ ସମସ୍ତ ଲୋକଙ୍କୁ ଏକତ୍ର କଲା।

Gade chapit la Kopi

ପବିତ୍ର ବାଇବଲ

13 ତେଣୁ ସୀଷରା ନିଜର 900 ରଥଗୁଡ଼ିକ ଓ ତାଙ୍କ ସହିତ ସମସ୍ତ ପୁରୁଷମାନେ ଏବଂ ହରୋଶୋ‌ତ୍‌ଠାରୁ କୀଶୋନ୍ ନଦୀ ପର୍ଯ୍ୟନ୍ତ ଅଗ୍ରସର ହେଲେ।

Gade chapit la Kopi




ବିଚାରକର୍ତ୍ତା 4:13
7 Referans Kwoze  

ତହିଁରେ ଆମ୍ଭେ ଯାବୀନ୍‍ର ସେନାପତି ସୀଷରାକୁ ଓ ତାହାର ରଥ ଓ ଜନତାକୁ କୀଶୋନ୍‍ ନଦୀ ନିକଟକୁ ତୁମ୍ଭ ନିକଟକୁ କଢ଼ାଇ ଆଣିବା ଓ ଆମ୍ଭେ ତାହାକୁ ତୁମ୍ଭ ହସ୍ତରେ ସମର୍ପଣ କରିବା।”


ତହିଁରେ ଯୋଷେଫର ସନ୍ତାନଗଣ କହିଲେ, “ଏହି ପର୍ବତମୟ ଦେଶ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ ନୁହେଁ, ପୁଣି ତଳଭୂମିରେ ବିଶେଷତଃ ବେଥ୍-ଶାନରେ ଓ ତହିଁର ଉପନଗରମାନରେ ଓ ଯିଷ୍ରିୟେଲର ତଳଭୂମିରେ ଯେସବୁ କିଣାନୀୟ ଲୋକ ବାସ କରନ୍ତି, ସେମାନଙ୍କର ଲୌହ ରଥ ଅଛି।”


ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।


ଲୋକମାନେ ସୀଷରାକୁ କହିଲେ ଯେ, ବାରକ୍‍ (ଅବୀନୋୟମର ପୁତ୍ର) ତାବୋର ପର୍ବତ ଉପରକୁ ଯାଇଅଛି।


ରାଜାମାନେ ଆସି ଯୁଦ୍ଧ କଲେ; ତହୁଁ କିଣାନର ରାଜାଗଣ ମଗିଦ୍ଦୋର ଜଳତୀରସ୍ଥ ତାନକ୍‍‍ରେ ଯୁଦ୍ଧ କଲେ, ସେମାନେ କିଛି ରୂପା ଲାଭ କଲେ ନାହିଁ।


ତହୁଁ ଏଲୀୟ ସେମାନଙ୍କୁ କହିଲେ, “ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍‍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।


Swiv nou:

Piblisite


Piblisite