ବିଚାରକର୍ତ୍ତା 4:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତହୁଁ ସଦାପ୍ରଭୁ ବାରକ୍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା। Gade chapit laପବିତ୍ର ବାଇବଲ (Re-edited) - (BSI)15 ତହୁଁ ସଦାପ୍ରଭୁ ବାରକ୍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ଼୍ଗ ମୁଖରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା। Gade chapit laଓଡିଆ ବାଇବେଲ15 ତହୁଁ ସଦାପ୍ରଭୁ ବାରକ୍ ସମ୍ମୁଖରେ ସୀଷରାକୁ ଓ ତାହାର ସମସ୍ତ ରଥ ଓ ତାହାର ସୈନ୍ୟସମୂହକୁ ଖଡ୍ଗ ଧାରରେ ଅସ୍ତବ୍ୟସ୍ତ କଲେ; ଏଥିରେ ସୀଷରା ରଥରୁ ଓହ୍ଲାଇ ପାଦଗତିରେ ପଳାଇଲା। Gade chapit laପବିତ୍ର ବାଇବଲ15 ବାରକ୍ ଏବଂ ତାଙ୍କର ସମସ୍ତ ସୈନିକ ସୀଷରାକୁ ଆକ୍ରମଣ କଲେ, ସଦାପ୍ରଭୁ ସୀଷରାକୁ ଓ ତାଙ୍କର ସୈନ୍ୟମାନଙ୍କ ପ୍ରତି ଦ୍ୱନ୍ଦ କଲେ। ସେମାନେ କ’ଣ କରିବେ ତାହା ସ୍ଥିର କରି ପାରିଲେ ନାହିଁ। ତେଣୁ ବାରକ୍ ଏବଂ ତାଙ୍କର ସୈନ୍ୟମାନେ ସୀଷରାର ସୈନ୍ୟମାନଙ୍କୁ ପରାସ୍ତ କଲେ, କିନ୍ତୁ ସୀଷରା ରଥରୁ ଓହ୍ଲାଇ ପଡ଼ିଲେ ଏବଂ ଦୌଡ଼ି ପଳାୟନ କଲେ। Gade chapit la |