ବିଚାରକର୍ତ୍ତା 4:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ବାରକ୍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)16 ମାତ୍ର ବାରକ୍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ଼୍ଗ ମୁଖରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ। Gade chapit laଓଡିଆ ବାଇବେଲ16 ମାତ୍ର ବାରକ୍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗ ଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ। Gade chapit laପବିତ୍ର ବାଇବଲ16 ବାରକ୍ ସୀଷରା ସୈନ୍ୟମାନଙ୍କ ବିରୁଦ୍ଧରେ ଯୁଦ୍ଧ ଲଗାଇ ରଖିଲେ। ବାରକ୍ ତାଙ୍କ ଲୋକମାନଙ୍କ ସହିତ ହରୋଶୋତ୍, ହଶମୟ ପର୍ଯ୍ୟନ୍ତ ସେମାନଙ୍କୁ ପଛେ ପଛେ ଗୋଡ଼ାଇଲେ। ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଣ୍ତା ଦ୍ୱାରା ହଣା ହୋଇ ମଲେ। ଗୋଟିଏ ହେଲେ ବି ବଞ୍ଚିଲେ ନାହିଁ। Gade chapit la |