Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 4:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍-ନିବାସୀ ସୀଷରା ତାହାର ସେନାପତି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ସଦାପ୍ରଭୁ ହାତ୍ସୋରରେ ରାଜତ୍ଵକାରୀ କିଣାନୀୟ ରାଜା ଯାବୀନ୍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହାରୋଶୋତ୍-ନିବାସୀ ସୀଷରା ତାହାର ସେନାପତି ଥିଲା।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ସଦାପ୍ରଭୁ ହାସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀନ୍‍ର ହସ୍ତରେ ସେମାନଙ୍କୁ ବିକ୍ରୟ କଲେ; ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍-ନିବାସୀ ସୀଷରା ତାହାର ସେନାପତି ଥିଲା।

Gade chapit la Kopi

ପବିତ୍ର ବାଇବଲ

2 ତେଣୁ ସଦାପ୍ରଭୁ ହା‌ତ୍‌ସୋରରେ ରାଜତ୍ୱକାରୀ କିଣାନୀୟ ରାଜା ଯାବୀ‌ନ୍‌ର ହସ୍ତରେ ଇସ୍ରାଏଲ ସନ୍ତାନଗଣକୁ ପରାସ୍ତ କରାଇଲେ। ଯାବୀ‌ନ୍‌ ହାରୋଶୋ‌ତ୍‌ରେ ରାଜତ୍ୱ କରୁଥିଲେ। ଅନ୍ୟ ଦେଶୀୟମାନଙ୍କ ହାରୋଶୋତ୍ ନିବାସୀ ସୀଷରା ତା'ର ସେନାପତି ଥିଲା।

Gade chapit la Kopi




ବିଚାରକର୍ତ୍ତା 4:2
11 Referans Kwoze  

ମାତ୍ର ବାରକ୍‍ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ ପର୍ଯ୍ୟନ୍ତ ସମସ୍ତ ରଥ ଓ ସୈନ୍ୟ ପଛେ ପଛେ ଗୋଡ଼ାଇଲା; ତହିଁରେ ସୀଷରାର ସମସ୍ତ ସୈନ୍ୟ ଖଡ୍ଗଧାରରେ ପତିତ ହେଲେ; ଜଣେ ହେଁ ଅବଶିଷ୍ଟ ରହିଲା ନାହିଁ।


ତହିଁରେ ସୀଷରା ଆପଣାର ନଅ ଶହ ଲୌହରଥଯାକ ଓ ଅନ୍ୟ ଦେଶୀୟମାନଙ୍କ ହରୋଶୋତ୍‍ଠାରୁ କୀଶୋନ୍‍ ନଦୀ ପର୍ଯ୍ୟନ୍ତ ଆପଣା ସଙ୍ଗୀ ସମସ୍ତ ଲୋକଙ୍କୁ ଏକତ୍ର କଲା।


ଏଥିଉତ୍ତାରେ ହାସୋରର ରାଜା ଯାବୀନ୍‍ ସେହି ବିଷୟ ଶୁଣନ୍ତେ, ସେ ମାଦୋନର ରାଜା ଯୋବବ୍‍ ଓ ଶିମ୍ରୋଣର ରାଜା ଓ ଅକ୍‍ଷଫର ରାଜା ନିକଟକୁ,


ମିଦୀୟନ ଦେଶ ପ୍ରତି, କୀଶୋନ୍‍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍‍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।


ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ପାସୋରନ୍ତେ, ସେ ହାସୋରର ସେନାପତି ସୀଷରାର ହସ୍ତରେ ଓ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ମୋୟାବର ରାଜା ହସ୍ତରେ ସେମାନଙ୍କୁ ବିକ୍ରୟ କଲେ ଓ ସେମାନେ ସେମାନଙ୍କ ସହିତ ଯୁଦ୍ଧ କଲେ।


ଏନିମନ୍ତେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ପଲେଷ୍ଟୀୟମାନଙ୍କ ହସ୍ତରେ ଓ ଅମ୍ମୋନ-ସନ୍ତାନମାନଙ୍କ ହସ୍ତରେ ସେମାନଙ୍କୁ ବିକ୍ରୟ କଲେ।


କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ, ପିଲା-ପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ।


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ପତ୍ର ଦ୍ୱାରା ତୁମ୍ଭମାନଙ୍କ ମାତାକୁ ତ୍ୟାଗ କରିଅଛୁ, ତାହାର ସେହି ଛାଡ଼ପତ୍ର କାହିଁ? ଅଥବା ଆମ୍ଭ ବ୍ୟବସାୟୀମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ?” “ଦେଖ, ତୁମ୍ଭେମାନେ ନିଜ ଅପରାଧ ସକାଶୁ ବିକ୍ରୀତ ହୋଇଥିଲ ଓ ତୁମ୍ଭମାନଙ୍କ ଅଧର୍ମ ସକାଶୁ ତୁମ୍ଭମାନଙ୍କର ମାତା ତ୍ୟକ୍ତା ହୋଇଥିଲା।


ଓ ଆଦାମା ଓ ରାମା ଓ ହାସୋର


Swiv nou:

Piblisite


Piblisite