ବିଚାରକର୍ତ୍ତା 4:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକୁ ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା। Gade chapit laପବିତ୍ର ବାଇବଲ (Re-edited) - (BSI)21 ଅନନ୍ତର ହେବରର ଭାର୍ଯ୍ୟା ଯାୟେଲ ତମ୍ଵୁର ଗୋଟିଏ ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକି ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା। Gade chapit laଓଡିଆ ବାଇବେଲ21 ଏଥିଉତ୍ତାରେ ହେବରର ଭାର୍ଯ୍ୟା ଯାୟେଲ ତମ୍ବୁ-ମେଖ ଓ ହାତୁଡ଼ି ହାତରେ ନେଇ ଧୀରେ ଧୀରେ ତାହା ପାଖକୁ ଯାଇ ତାହାର କର୍ଣ୍ଣମୂଳରେ ସେହି ମେଖ ମାରନ୍ତେ, ତାହା ଫୁଟି ଭୂମିକି ଗଲା; କାରଣ ସେ ଘୋର ନିଦ୍ରାରେ ଥିଲା; ତେଣୁ ସେ ମୂର୍ଚ୍ଛିତ ହୋଇ ମଲା। Gade chapit laପବିତ୍ର ବାଇବଲ21 କିନ୍ତୁ ଯାୟେଲ ତମ୍ବୁର ଏକ ଖୁଣ୍ଟି ଓ ଏକ ହାତୁଡ଼ି ପାଇଲେ। ସୀଷରା କ୍ଳାନ୍ତରେ ଶୋଇଥିବା ସମୟରେ ଯାୟେଲ ଖୁଣ୍ଟିଟିକୁ ତା'ର ମୁଣ୍ଡରେ ଦେଇ ହାତୁଡ଼ିରେ ଆଘାତ କରନ୍ତେ ଖୁଣ୍ଟିଟି ସୀଷରାର ମୁଣ୍ଡରେ ଫୁଟି ମାଟିରେ ପଶିଗଲା! ଏହିପରି ଭାବରେ ସୀଷରା ମୃତ୍ୟୁବରଣ କଲା। Gade chapit la |