ବିଚାରକର୍ତ୍ତା 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବେଥେଲ୍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁର ବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବୈଥେଲ୍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁରବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ। Gade chapit laଓଡିଆ ବାଇବେଲ5 ସେ ଇଫ୍ରୟିମର ପର୍ବତମୟ ଦେଶସ୍ଥିତ ରାମା ଓ ବେଥେଲ୍ ମଧ୍ୟରେ ଥିବା ଦବୋରା ନାମକ ଖର୍ଜ୍ଜୁରବୃକ୍ଷ ମୂଳେ ବାସ କଲେ; ପୁଣି ଇସ୍ରାଏଲ ସନ୍ତାନଗଣ ବିଚାରାର୍ଥେ ତାହା ନିକଟକୁ ଗଲେ। Gade chapit laପବିତ୍ର ବାଇବଲ5 ଦିନେ, ଦବୋରା ଏକ ଖର୍ଜ୍ଜୁର ଗଛ ତଳେ ବସିଥିଲେ। ଇସ୍ରାଏଲର ଲୋକମାନେ ଗୋଟିଏ ମୀମାଂସା ପାଇଁ ତାଙ୍କ ନିକଟକୁ, ସୀଷରା ସମ୍ବନ୍ଧରେ ଆସିଲେ। ସେହି ଖର୍ଜ୍ଜୁର ଗଛଟି ରାମା ଓ ବୈଥେଲ୍ ମଧ୍ୟରେ ଇଫ୍ରୟିମ ପର୍ବତମୟ ଦେଶରେ ଅବସ୍ଥିତ ଥିଲା। Gade chapit la |