Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 5:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ହେ ଶ୍ଵେତଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀ-ମାନେ, ତୁମ୍ଭେମାନେ ଗାନ କର।

Gade chapit la Kopi

ଓଡିଆ ବାଇବେଲ

10 ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।

Gade chapit la Kopi

ପବିତ୍ର ବାଇବଲ

10 “ହେ ଶ୍ୱେତଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଗ୍ଭରେ ବସିବା ଲୋକମାନେ, ହେ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।

Gade chapit la Kopi




ବିଚାରକର୍ତ୍ତା 5:10
8 Referans Kwoze  

ଆଉ ତାହାର ଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ।


ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହି ସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍‍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।


ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର।


ଗୋଷ୍ଠୀବର୍ଗ ଉଦ୍‍ଯୋଗୀ ହୋଇ ଉଠନ୍ତୁ ଓ ଯିହୋଶାଫଟ୍‍ର ଉପତ୍ୟକାକୁ ଆସନ୍ତୁ; କାରଣ ସେସ୍ଥାନରେ ଆମ୍ଭେ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀର ବିଚାର କରିବା ପାଇଁ ବସିବା।


ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।


ସେମାନେ ତୁମ୍ଭ ରାଜ୍ୟର ଗୌରବ ବ୍ୟକ୍ତ କରି ଓ ତୁମ୍ଭ ପରାକ୍ରମ ବିଷୟରେ କଥୋପକଥନ କରି,


ସେମାନେ ତୁମ୍ଭ ଗୌରବଯୁକ୍ତ ପ୍ରତାପର ଆଦରଣୀୟତା ବିଷୟ ପରସ୍ପର ମଧ୍ୟରେ କହିବେ ଓ ମୁଁ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ବିଷୟ ଧ୍ୟାନ କରିବି।


ଆହୁରି, ସେମାନେ ଲୋକମାନଙ୍କ ସମାଜରେ ତାହାଙ୍କର ପ୍ରତିଷ୍ଠା କରନ୍ତୁ ଓ ପ୍ରାଚୀନମାନଙ୍କ ସଭାରେ ତାହାଙ୍କର ପ୍ରଶଂସା କରନ୍ତୁ।


Swiv nou:

Piblisite


Piblisite