ବିଚାରକର୍ତ୍ତା 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଧନୁର୍ଦ୍ଧରମାନଙ୍କ ଶଦ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ଵନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗର ଦ୍ଵାରରୁ ଓହ୍ଲାଇ ଆସିଲେ। Gade chapit laଓଡିଆ ବାଇବେଲ11 ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନରେ, ଲୋକମାନେ ସଦାପ୍ରଭୁଙ୍କ ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାହାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରରୁ ଓହ୍ଲାଇ ଆସିଲେ। Gade chapit laପବିତ୍ର ବାଇବଲ11 ଧନୁର୍ଦ୍ଧରମାନଙ୍କ ଶବ୍ଦରୁ ଦୂରରେ, ଜଳକଢ଼ା ସ୍ଥଳମାନଙ୍କରେ ଲୋକମାନେ ସଦାପ୍ରଭୁଙ୍କର ଧର୍ମକ୍ରିୟା ଓ ଇସ୍ରାଏଲ ମଧ୍ୟରେ ତାଙ୍କ ଶାସନ ସମ୍ବନ୍ଧୀୟ ଧର୍ମକ୍ରିୟା ସଂକୀର୍ତ୍ତନ କରିବେ। ସେ ସମୟରେ ସଦାପ୍ରଭୁଙ୍କ ଲୋକମାନେ ନଗରଦ୍ୱାରକୁ ଓହ୍ଲାଇ ଆସିଲେ। Gade chapit la |